Compartir
Odishara Garba O Gouraba: The Life Story of Madhusudan Das (en Oriya)
Premananda Mohapatra
(Autor)
·
Black Eagle Books
· Tapa Blanda
Odishara Garba O Gouraba: The Life Story of Madhusudan Das (en Oriya) - Mohapatra, Premananda
Libro Nuevo
Importado
Envío: 19 a 25 días háb.
$ 2.309$ 1.154
Costos de importación incluídos en el precio ✅
Reseña del libro "Odishara Garba O Gouraba: The Life Story of Madhusudan Das (en Oriya)"
ଉତ୍କଳଗୌରବ ମଧୁସୂଦନ ଦାସ ଓରଫ୍ ମଧୁବାବୁ ଓଡ଼ିଆ ଜାତିର ଚିର ନମସ୍ୟ । ପ୍ରତିଟି ଓଡ଼ିଆର ମାନସ ପଟରେ ସେ ହେଉଛନ୍ତି ଅନ୍ୟତମ ସ୍ମରଣୀୟ ବ୍ୟକ୍ତିତ୍ୱ । ଓଡ଼ିଶାର ସ୍ୱାଭିମାନକୁ ପ୍ରତିଷ୍ଠା କରିବା କ୍ଷେତ୍ରରେ ତାଙ୍କର ଯେଉଁ ଜୀବନବ୍ୟାପୀ ସାଧନା ଚାଲୁ ରହିଥିଲା, ତା'ର ପଟାନ୍ତର ନାହିଁ । ଊନବିଂଶ ଶତାବ୍ଦୀ ହେଉଛି ଓଡ଼ିଶାରେ ନବଜାଗରଣର ସମୟ । ଏହି ଶତାବ୍ଦୀରେ ଓଡ଼ିଶାରେ ବହୁ ମହାମନୀଷୀ ଜନ୍ମଗ୍ରହଣ କରି ଉତ୍କଳମାତାଙ୍କର ମୁଖଶ୍ରୀକୁ ଉଜ୍ଜ୍ୱଳ କରିଥିଲେ । ମଧୁବାବୁ ସେହି କୃତବିଦ୍ୟ ମନୀଷୀମାନଙ୍କ ମଧ୍ୟରେ ଅନ୍ୟତମ । ସୁପ୍ତ ପ୍ରାୟ ଓଡ଼ିଆ ଜାତିକୁ ନୂତନ ପ୍ରାଣ ସ୍ପନ୍ଦନରେ ଚଳଚଞ୍ଚଳ କରିବାରେ ମଧୁବାବୁଙ୍କର ପ୍ରଯତ୍ନ ପ୍ରୟାସ ବେଶ୍ ପ୍ରଣିଧାନଯୋଗ୍ୟ । ମଧୁବାବୁଙ୍କ ଜୀବନ ଓଡ଼ିଶାର ରାଜନୈତିକ ଇତିହାସର ଇତିବୃତ୍ତି କହିଲେ ଅତ୍ୟୁକ୍ତି ହେବନାହିଁ । ଓଡ଼ିଶା ପାଇଁ ସେ ନିରନ୍ତର ଚିନ୍ତା କରୁଥିଲେ । ଭାଷାଭିତ୍ତିକ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦିଗରେ ତାଙ୍କର ଭୂମିକା ଥିଲା ଅତୁଳନୀୟ । ଓଡ଼ିଶାର ସ୍ୱାଭିମାନ ଏବଂ ଅସ୍ମିତାକୁ ଅକ୍ଷୁଣ୍ଣ ରଖିବା ପାଇଁ ସେ ଆଜୀବନ ଥିଲେ ସଂକଳ୍ପବଦ୍ଧ । ଓଡ଼ିଶା ପାଇଁ, ଓଡ଼ିଆ ଜାତି ପାଇଁ ସେ ଥିଲେ ସମର୍ପିତ ପୁରୁଷ । ଏହି ମହୀୟାନ୍ ପୁରୁଷ ହେଉଛନ୍ତି ମଧୁବାବୁ, ବାରିଷ୍ଠର ମଧୁସୂଦନ ଦାସ । ଊନବିଂଶ ଶତାବ୍ଦୀ ଓଡ଼ିଶା ପାଇଁ ଥିଲା ଅଭ୍ୟୁଦୟର ସମୟ । ଏହି କାଳରେ ଓଡ଼ିଶାର ଚିନ୍ତାନାୟକମାନେ ରାଜ୍&
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.